ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୮୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୬୧୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୧୯୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 9
7. Cuttack: 441
8. Deogarh: 4
9. Dhenkanal: 124
10. Gajapati: 6
11. Ganjam: 19
12. Jagatsinghpur: 119
13. Jajpur: 252
14. Jharsuguda: 10
15. Kalahandi: 25
16. Kandhamal: 17
17. Kendrapada: 57
18. Keonjhar: 72
19. Khurda: 590
20. Koraput: 29
21. Malkangiri: 35— I & PR Department, Odisha (@IPR_Odisha) July 9, 2021
22. Mayurbhanj: 109
23. Nawarangpur: 20
24. Nayagarh: 86
25. Nuapada: 7
26. Puri: 138
27. Rayagada: 30
28. Sambalpur: 26
29. Sonepur: 16
30. Sundargarh: 65
31. State Pool: 119New recoveries: 2896
Cumulative tested: 14414368
Positive: 935136
Recovered: 903178
Active case: 27429— I & PR Department, Odisha (@IPR_Odisha) July 9, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୮୯୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୫୧୩୬ ରହିଥିବା ବେଳେ ଏହି ରୋଗରୁ ୯୦୩୧୭୮ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୨୭୪୨୯ ଜଣ ଚିକିତ୍ସିତ ହେଉଛନ୍ତି ।