ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୮୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୮୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୮୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 3
7. Cuttack: 221
8. Deogarh: 6
9. Dhenkanal: 84
10. Gajapati: 3
11. Ganjam: 12
12. Jagatsinghpur: 89
13. Jajpur: 107
14. Jharsuguda: 8
15. Kalahandi: 7
16. Kandhamal: 16
17. Kendrapada: 59
18. Keonjhar: 44
19. Khurda: 496
20. Koraput: 7
21. Malkangiri: 12— I & PR Department, Odisha (@IPR_Odisha) July 24, 2021
22. Mayurbhanj: 57
23. Nawarangpur: 2
24. Nayagarh: 66
25. Nuapada: 9
26. Puri: 59
27. Rayagada: 24
28. Sambalpur: 34
29. Sonepur: 6
30. Sundargarh: 56
31. State Pool: 100New recoveries: 2044
Cumulative tested: 15510612
Positive: 965715
Recovered: 941204
Active cases: 19013— I & PR Department, Odisha (@IPR_Odisha) July 24, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୦୪୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୫୭୧୫ ରହିଥିବା ବେଳେ ଏହି ରୋଗରୁ ୯୪୧୨୦୪ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୯୦୧୩ ଜଣ ଚିକିତ୍ସିତ ହେଉଛନ୍ତି ।