ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୭୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୮୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୧୫ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Cuttack: 240
8. Deogarh: 9
9. Dhenkanal: 52
10. Gajapati: 3
11. Ganjam: 10
12. Jagatsinghpur: 51
13. Jajpur: 85
14. Jharsuguda: 5
15. Kalahandi: 12
16. Kandhamal: 8
17. Kendrapada: 149
18. Keonjhar: 28
19. Khurda: 386
20. Koraput: 5
21. Malkangiri: 4
22. Mayurbhanj: 62— I & PR Department, Odisha (@IPR_Odisha) July 28, 2021
23. Nawarangpur: 4
24. Nayagarh: 46
25. Nuapada: 3
26. Puri: 139
27. Rayagada: 33
28. Sambalpur: 15
29. Sonepur: 10
30. Sundargarh: 43
31. State Pool: 71New recoveries: 1969
Cumulative tested: 15797630
Positive: 972517
Recovered: 949350
Active cases: 17411— I & PR Department, Odisha (@IPR_Odisha) July 28, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୯୬୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୨୫୧୭ ରହିଥିବା ବେଳେ ଏହି ରୋଗରୁ ୯୪୯୩୫୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୭୪୧୧ ଜଣ ଚିକିତ୍ସିତ ହେଉଛନ୍ତି ।