ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୪୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୩୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୦୫ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 2
7. Cuttack: 190
8. Deogarh: 8
9. Dhenkanal: 21
10. Gajapati: 3
11. Ganjam: 10
12. Jagatsinghpur: 86
13. Jajpur: 66
14. Jharsuguda: 5
15. Kalahandi: 6
16. Kandhamal: 14
17. Kendrapada: 41
18. Keonjhar: 19
19. Khurda: 409
20. Koraput: 5
21. Malkangiri: 7— I & PR Department, Odisha (@IPR_Odisha) August 1, 2021
22. Mayurbhanj: 40
23. Nawarangpur: 2
24. Nayagarh: 36
25. Puri: 146
26. Rayagada: 11
27. Sambalpur: 16
28. Sonepur: 13
29. Sundargarh: 29
30. State Pool: 82New recoveries: 1899
Cumulative tested: 16097412
Positive: 978705
Recovered: 956828
Active cases: 15858— I & PR Department, Odisha (@IPR_Odisha) August 1, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୮୯୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୮୭୦୫ ରହିଥିବା ବେଳେ ଏହି ରୋଗରୁ ୯୫୬୮୨୮ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୫୮୫୮ ଜଣ ଚିକିତ୍ସିତ ହେଉଛନ୍ତି ।