ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୧୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୫୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୭୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 4
7. Cuttack: 135
8. Deogarh: 8
9. Dhenkanal: 7
10. Ganjam: 2
11. Jagatsinghpur: 63
12. Jajpur: 48
13. Jharsuguda: 6
14. Kalahandi: 1
15. Kandhamal: 4
16. Kendrapada: 66
17. Keonjhar: 8
18. Khurda: 388
19. Koraput: 2
20. Malkangiri: 4
21. Mayurbhanj: 20— I & PR Department, Odisha (@IPR_Odisha) August 3, 2021
22. Nawarangpur: 5
23. Nayagarh: 20
24. Nuapada: 3
25. Puri: 48
26. Rayagada: 6
27. Sambalpur: 1
28. Sonepur: 5
29. Sundargarh: 5
30. State Pool: 76New recoveries: 1785
Cumulative tested: 16223921
Positive: 980866
Recovered: 960386
Active cases: 14325— I & PR Department, Odisha (@IPR_Odisha) August 3, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୭୮୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୦୮୬୬ ରହିଥିବା ବେଳେ ଏହି ରୋଗରୁ ୯୬୦୩୮୬ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୪୩୨୫ ଜଣ ଚିକିତ୍ସିତ ହେଉଛନ୍ତି ।