ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୩୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୬୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୫୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 4
7. Cuttack: 198
8. Deogarh: 7
9. Dhenkanal: 18
10. Gajapati: 5
11. Ganjam: 11
12. Jagatsinghpur: 53
13. Jajpur: 89
14. Kalahandi: 4
15. Kandhamal: 4
16. Kendrapada: 28
17. Keonjhar: 13
18. Khurda: 413
19. Koraput: 6
20. Malkangiri: 5
21. Mayurbhanj: 62— I & PR Department, Odisha (@IPR_Odisha) August 4, 2021
22. Nawarangpur: 4
23. Nayagarh: 25
24. Nuapada: 6
25. Puri: 67
26. Rayagada: 12
27. Sambalpur: 23
28. Sonepur: 8
29. Sundargarh: 16
30. State Pool: 84New recoveries: 1702
Cumulative tested: 16289130
Positive: 982181
Recovered: 962088
Active cases: 13872— I & PR Department, Odisha (@IPR_Odisha) August 4, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୭୦୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୨୧୮୧ ରହିଥିବା ବେଳେ ଏହି ରୋଗରୁ ୯୬୨୦୮୮ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୩୮୭୨ ଜଣ ଚିକିତ୍ସିତ ହେଉଛନ୍ତି ।