ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ଏକ ହଜାର ଉପରେ ରହିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୦୭୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୨୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୫୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 1
7. Cuttack: 147
8. Deogarh: 4
9. Dhenkanal: 16
10. Gajapati: 2
11. Ganjam: 6
12. Jagatsinghpur: 58
13. Jajpur: 58
14. Jharsuguda: 8
15. Kalahandi: 1
16. Kandhamal: 6
17. Kendrapada: 51
18. Keonjhar: 12
19. Khurda: 372
20. Malkangiri: 5
21. Mayurbhanj: 35— I & PR Department, Odisha (@IPR_Odisha) August 11, 2021
22. Nawarangpur: 1
23. Nayagarh: 26
24. Nuapada: 5
25. Puri: 48
26. Rayagada: 4
27. Sambalpur: 12
28. Sonepur: 5
29. Sundargarh: 6
30. State Pool: 83New recoveries: 1319
Cumulative tested: 16752488
Positive: 990075
Recovered: 972710
Active cases: 10682— I & PR Department, Odisha (@IPR_Odisha) August 11, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୩୧୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୦୦୭୫ ରହିଥିବା ବେଳେ ଏହି ରୋଗରୁ ୯୭୨୭୧୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୦୬୮୨ ଜଣ ଚିକିତ୍ସିତ ହେଉଛନ୍ତି ।