ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଟୋକିଓ ପାରାଲିମ୍ପିକରେ ଦମଦାର୍ ପ୍ରଦର୍ଶନ ଜାରି ରଖିଛନ୍ତି ଭାରତୀୟ ଖେଳାଳୀ । ଗୋଟେ ପରେ ଗୋଟେ ପଦକ ହାସଲ କରି ଚାଲିଛନ୍ତି ଖେଳାଳୀ । ଏହି କ୍ରମରେ ଭାରତ ଆଉ ଏକ ସ୍ୱର୍ଣ୍ଣ ପଦକ ହାତେଇଛି । ୩୩ ବର୍ଷିୟ ପ୍ରମୋଦ ଭଗତ ବ୍ୟାଡମିଣ୍ଟନ ପୁରୁଷ ଏକକ ବର୍ଗ ଫାଇନାଲରେ ସ୍ୱର୍ଣ୍ଣ ପଦକ ହାତେଇଛନ୍ତି । ପାରାଲିମ୍ପିକ୍ସରେ ସ୍ୱୂର୍ଣ୍ଣ ପଦକ ହାତେଇ ଇତିହାସ ରଚିଛନ୍ତି ଓଡିଆ ପୁଅ ପ୍ରମୋଦ । ଫାଇନାଲ ମ୍ୟାଚର ପ୍ରଥମ ସେଟରେ ୨୧-୧୪ ରେ ବିଜୟୀ ହୋଇଥିଲେ । ସେହିପରି ଦ୍ୱିତୀୟ ସେଟରେ ଜିତି ସଫଳତା ଆଣିଛନ୍ତି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024