ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ଏକ ହଜାର ତଳେ ରହିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୭୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୪୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୧୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୦୨ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
4. Bhadrak: 9
5. Balangir: 2
6. Cuttack: 119
7. Deogarh: 1
8. Dhenkanal: 9
9. Gajapati: 1
10. Ganjam: 4
11. Jagatsinghpur: 24
12. Jajpur: 19
13. Jharsuguda: 4
14. Kalahandi: 1
15. Kandhamal: 1
16. Kendrapada: 21
17. Keonjhar: 7
18. Khurda: 314
19. Koraput: 6
20. Malkangiri: 1— I & PR Department, Odisha (@IPR_Odisha) September 8, 2021
21. Mayurbhanj: 29
22. Nawarangpur: 2
23. Nayagarh: 3
24. Nuapada: 3
25. Puri: 16
26. Rayagada: 6
27. Sambalpur: 7
28. Sonepur: 3
29. Sundargarh: 26
30. State Pool: 74New recoveries: 801
Cumulative tested: 18599037
Positive: 1013567
Recovered: 998591
Active cases: 6853— I & PR Department, Odisha (@IPR_Odisha) September 8, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୮୦୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୩୫୬୭ ରହିଥିବା ବେଳେ ଏହି ରୋଗରୁ ୯୯୮୫୯୧ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୬୮୫୩ ଜଣ ଚିକିତ୍ସିତ ହେଉଛନ୍ତି ।