ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୬୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୬୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୬୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୯୫ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Cuttack: 74
6. Deogarh: 2
7. Dhenkanal: 7
8. Gajapati: 1
9. Ganjam: 12
10. Jagatsinghpur: 29
11. Jajpur: 28
12. Jharsuguda: 6
13. Kalahandi: 1
14. Kandhamal: 1
15. Kendrapada: 10
16. Keonjhar: 3
17. Khurda: 272
18. Koraput: 4
19. Mayurbhanj: 18
20. Nawarangpur: 1— I & PR Department, Odisha (@IPR_Odisha) September 19, 2021
21. Nayagarh: 4
22. Puri: 7
23. Rayagada: 1
24. Sambalpur: 15
25. Sonepur: 1
26. Sundargarh: 6
27. State Pool: 63New recoveries: 756
Cumulative tested: 19256682
Positive: 1020244
Recovered: 1006320
Active cases: 5736— I & PR Department, Odisha (@IPR_Odisha) September 19, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୭୫୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୦୨୪୪ ରହିଥିବା ବେଳେ ୫୭୩୬ ଜଣ ଚିକିତ୍ସିତ ହେଉଛନ୍ତି ।