ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୦୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୧୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୫ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Cuttack: 75
6. Deogarh: 2
7. Dhenkanal: 1
8. Ganjam: 3
9. Jagatsinghpur: 15
10. Jajpur: 14
11. Kalahandi: 1
12. Kandhamal: 1
13. Kendrapada: 7
14. Keonjhar: 3
15. Khurda: 250
16. Koraput: 3
17. Malkangiri: 1
18. Mayurbhanj: 22
19. Nayagarh: 3
20. Nuapada: 1
21. Puri: 13— I & PR Department, Odisha (@IPR_Odisha) October 8, 2021
22. Rayagada: 2
23. Sambalpur: 8
24. Sundargarh: 11
25. State Pool: 58New recoveries: 522
Cumulative tested: 20510358
Positive: 1030518
Recovered: 1017116
Active cases: 5111— I & PR Department, Odisha (@IPR_Odisha) October 8, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୨୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୦୫୧୮ ରହିଥିବା ବେଳେ ୫୧୧୧ ଜଣ ଚିକିତ୍ସିତ ହେଉଛନ୍ତି ।