ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୫୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୧୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୬୦ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Jagatsinghpur: 7
8. Jajpur: 10
9. Jharsuguda: 2
10. Kalahandi: 2
11. Kendrapada: 2
12. Keonjhar: 5
13. Khurda: 112
14. Malkangiri: 5
15. Mayurbhanj: 5
16. Nayagarh: 1
17. Puri: 7
18. Rayagada: 4
19. Sambalpur: 20
20. Sonepur: 1— I & PR Department, Odisha (@IPR_Odisha) November 11, 2021
21. Sundargarh: 10
22. State Pool: 25New recoveries: 317
Cumulative tested: 22650710
Positive: 1044699
Recovered: 1033344
Active cases: 2932— I & PR Department, Odisha (@IPR_Odisha) November 11, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୩୧୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୬୯୯ ରହିଥିବା ବେଳେ ୨୯୩୨ ଜଣ ଚିକିତ୍ସିତ ହେଉଛନ୍ତି ।