ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୦୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୪୫ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 18th November
New Positive Cases: 242
Of which 0-18 years: 45
In quarantine: 141
Local contacts: 101(Details of local contacts will be shared by concerned District)
1. Angul: 1
2. Balasore: 7
3. Bargarh: 6
4. Bhadrak: 2
5. Cuttack: 18
6. Jagatsinghpur: 3— I & PR Department, Odisha (@IPR_Odisha) November 19, 2021
7. Jajpur: 5
8. Jharsuguda: 1
9. Kalahandi: 1
10. Kendrapada: 4
11. Khurda: 120
12. Koraput: 2
13. Malkangiri: 2
14. Mayurbhanj: 24
15. Nayagarh: 2
16. Nuapada: 1
17. Puri: 4
18. Sambalpur: 7
19. Sundargarh: 4
20. State Pool: 28— I & PR Department, Odisha (@IPR_Odisha) November 19, 2021
New recoveries: 351
Cumulative tested: 23120658
Positive: 1046559
Recovered: 1035613
Active cases: 2504— I & PR Department, Odisha (@IPR_Odisha) November 19, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୩୫୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୬୫୫୯ ରହିଥିବା ବେଳେ ୨୫୦୪ ଜଣ ଚିକିତ୍ସିତ ହେଉଛନ୍ତି ।