ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୫୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୧୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୫୭ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 4
8. Jagatsinghpur: 1
9. Jajpur: 10
10. Jharsuguda: 9
11. Kendrapada: 5
12. Keonjhar: 2
13. Khurda: 124
14. Mayurbhanj: 10
15. Nawarangpur: 1
16. Nayagarh: 2
17. Puri: 5
18. Sambalpur: 7
19. Sundargarh: 14
20. State Pool: 30— I & PR Department, Odisha (@IPR_Odisha) December 3, 2021
New recoveries: 276
Cumulative tested: 23904751
Positive: 1049867
Recovered: 1038971
Active cases: 2425— I & PR Department, Odisha (@IPR_Odisha) December 3, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୭୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୮୬୭ ରହିଥିବା ବେଳେ ୨୪୨୫ ଜଣ ଚିକିତ୍ସିତ ହେଉଛନ୍ତି ।