ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୦ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୫ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 20th December
New Positive Cases: 146
Of which 0-18 years: 25
In quarantine: 86
Local contacts: 60(Details of local contacts will be shared by concerned District)
1. Balasore: 4
2. Bargarh: 1
3. Bhadrak: 2
4. Balangir: 1
5. Cuttack: 14
6. Deogarh: 3— I & PR Department, Odisha (@IPR_Odisha) December 21, 2021
7. Dhenkanal: 1
8. Ganjam: 2
9. Jajpur: 3
10. Kendrapada: 3
11. Khurda: 72
12. Mayurbhanj: 1
13. Nayagarh: 3
14. Puri: 4
15. Sambalpur: 7
16. Sundargarh: 9
17. State Pool: 16New recoveries: 174
Cumulative tested: 24936294
Positive: 1053166
Recovered: 1042875
Active cases: 1792— I & PR Department, Odisha (@IPR_Odisha) December 21, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୭୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୩୧୬୬ ରହିଥିବା ବେଳେ ୧୭୯୨ ଜଣ ଚିକିତ୍ସିତ ହେଉଛନ୍ତି ।