ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୮୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୫ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Jagatsinghpur: 5
8. Jajpur: 3
9. Jharsuguda: 3
10. Kendrapada: 2
11. Khurda: 99
12. Mayurbhanj: 1
13. Nayagarh: 4
14. Rayagada: 1
15. Sambalpur: 7
16. Sonepur: 1
17. Sundargarh: 6
18. State Pool: 23— I & PR Department, Odisha (@IPR_Odisha) December 22, 2021
New recoveries: 170
Cumulative tested: 24992088
Positive: 1053349
Recovered: 1043045
Active cases: 1804— I & PR Department, Odisha (@IPR_Odisha) December 22, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୭୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୩୩୪୯ ରହିଥିବା ବେଳେ ୧୮୦୪ ଜଣ ଚିକିତ୍ସିତ ହେଉଛନ୍ତି ।