ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୭ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 26th December
New Positive Cases: 123
Of which 0-18 years: 17
In quarantine: 72
Local contacts: 51(Details of local contacts will be shared by concerned District)
1. Balasore: 3
2. Bhadrak: 1
3. Cuttack: 10
4. Deogarh: 2
5. Gajapati: 4
6. Ganjam: 1— I & PR Department, Odisha (@IPR_Odisha) December 27, 2021
7. Jagatsinghpur: 2
8. Jajpur: 5
9. Khurda: 53
10. Mayurbhanj: 8
11. Nayagarh: 1
12. Puri: 2
13. Sambalpur: 19
14. State Pool: 12New recoveries: 144
Cumulative tested: 25283814
Positive: 1054004
Recovered: 1043926
Active cases: 1572— I & PR Department, Odisha (@IPR_Odisha) December 27, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୪୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୪୦୦୪ ରହିଥିବା ବେଳେ ୧୫୭୨ ଜଣ ଚିକିତ୍ସିତ ହେଉଛନ୍ତି ।