ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ତଳ ଉପର ହେଉଛିି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୯୭ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୨ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Deogarh: 6
8. Dhenkanal: 4
9. Gajapati: 3
10. Ganjam: 5
11. Jagatsinghpur: 1
12. Jajpur: 2
13. Jharsuguda: 9
14. Kendrapada: 2
15. Keonjhar: 5
16. Khurda: 105
17. Koraput: 2
18. Mayurbhanj: 3
19. Nawarangpur: 3
20. Nayagarh: 5
21. Puri: 5
22. Rayagada: 1
23. Sambalpur: 6— I & PR Department, Odisha (@IPR_Odisha) December 31, 2021
24. Sundargarh: 15
25. State Pool: 26New recoveries: 151
Cumulative tested: 25522415
Positive: 1054834
Recovered: 1044594
Active cases: 1727— I & PR Department, Odisha (@IPR_Odisha) December 31, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୫୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୪୮୩୪ ରହିଥିବା ବେଳେ ୧୭୨୭ ଜଣ ଚିକିତ୍ସିତ ହେଉଛନ୍ତି ।