ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୦ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୩ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
8. Ganjam: 3
9. Jagatsinghpur: 1
10. Jajpur: 3
11. Jharsuguda: 13
12. Kendrapada: 4
13. Khurda: 7
14. Koraput: 3
15. Mayurbhanj: 11
16. Nawarangpur: 3
17. Nayagarh: 1
18. Nuapada: 1
19. Puri: 2— I & PR Department, Odisha (@IPR_Odisha) March 3, 2022
20. Sambalpur: 31
21. Sundargarh: 11
22. State Pool: 2New recoveries: 378
Cumulative tested: 29402410
Positive: 1285487
Recovered: 1274426
Active cases: 1923— I & PR Department, Odisha (@IPR_Odisha) March 3, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୩୭୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୫୪୮୭ ରହିଥିବା ବେଳେ ୧୯୨୩ ଜଣ ଚିକିତ୍ସିତ ହେଉଛନ୍ତି ।