ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୨ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Kalahandi: 2
8. Kandhamal: 1
9. Kendrapada: 8
10. Khurda: 13
11. Koraput: 7
12. Malkangiri: 1
13. Mayurbhanj: 8
14. Nawarangpur: 5
15. Nayagarh: 1
16. Nuapada: 3
17. Puri: 1— I & PR Department, Odisha (@IPR_Odisha) March 4, 2022
18. Sambalpur: 7
19. Sundargarh: 11
20. State Pool: 1New recoveries: 330
Cumulative tested: 29452024
Positive: 1285615
Recovered: 1274756
Active cases: 1715— I & PR Department, Odisha (@IPR_Odisha) March 4, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୩୩୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୫୬୧୫ ରହିଥିବା ବେଳେ ୧୭୧୫ ଜଣ ଚିକିତ୍ସିତ ହେଉଛନ୍ତି ।