ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୬ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 6th March
New Positive Cases: 120
Of which 0-18 years: 26
In quarantine: 69
Local contacts: 51(Details of local contacts will be shared by concerned District)
1. Angul: 13
2. Balasore: 5
3. Balangir: 2
4. Boudh: 3
5. Cuttack: 1
6. Deogarh: 1— I & PR Department, Odisha (@IPR_Odisha) March 7, 2022
New recoveries: 314
Cumulative tested: 29594604
Positive: 1286009
Recovered: 1275542
Active cases: 1313— I & PR Department, Odisha (@IPR_Odisha) March 7, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୩୧୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୬୦୦୯ ରହିଥିବା ବେଳେ ୧୩୧୩ ଜଣ ଚିକିତ୍ସିତ ହେଉଛନ୍ତି ।