ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୬ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
8. Dhenkanal: 1
9. Gajapati: 14
10. Ganjam: 15
11. Jagatsinghpur: 1
12. Jajpur: 8
13. Jharsuguda: 11
14. Kalahandi: 2
15. Kendrapada: 7
16. Khurda: 6
17. Koraput: 5
18. Mayurbhanj: 6
19. Sambalpur: 5
20. Sonepur: 1
21. Sundargarh: 8
22. State Pool: 2— I & PR Department, Odisha (@IPR_Odisha) March 8, 2022
New recoveries: 225
Cumulative tested: 29640760
Positive: 1286117
Recovered: 1275767
Active cases: 1196— I & PR Department, Odisha (@IPR_Odisha) March 8, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୨୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୬୧୧୭ ରହିଥିବା ବେଳେ ୧୧୯୬ ଜଣ ଚିକିତ୍ସିତ ହେଉଛନ୍ତି ।