ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଇବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ଧୀରେ ଧୀରେ ହ୍ରାସ ହେଉଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ରେ ଆଉ ୩ ଜଣଙ୍କ ର ମୃତ୍ୟୁ ହୋଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୯୧୧୧ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ରହିଛନ୍ତି।