ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୮୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୨ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Gajapati: 9
8. Ganjam: 3
9. Jajpur: 2
10. Kandhamal: 1
11. Kendrapada: 3
12. Keonjhar: 1
13. Khurda: 8
14. Koraput: 3
15. Mayurbhanj: 7
16. Nawarangpur: 1
17. Nuapada: 1
18. Sambalpur: 13
19. Sonepur: 2
20. Sundargarh: 6
21. State Pool: 2— I & PR Department, Odisha (@IPR_Odisha) March 16, 2022
New recoveries: 152
Cumulative tested: 30011403
Positive: 1286852
Recovered: 1276934
Active cases: 750— I & PR Department, Odisha (@IPR_Odisha) March 16, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୫୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୬୮୫୨ ରହିଥିବା ବେଳେ ୭୫୦ ଜଣ ଚିକିତ୍ସିତ ହେଉଛନ୍ତି ।