ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୭୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୦ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୫ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Gajapati: 7
8. Ganjam: 17
9. Jajpur: 4
10. Kandhamal: 1
11. Kendrapada: 3
12. Khurda: 9
13. Koraput: 4
14. Mayurbhanj: 3
15. Nayagarh: 2
16. Sambalpur: 3
17. Sundargarh: 7
18. State Pool: 2— I & PR Department, Odisha (@IPR_Odisha) March 19, 2022
New recoveries: 118
Cumulative tested: 30150636
Positive: 1287108
Recovered: 1277271
Active cases: 668— I & PR Department, Odisha (@IPR_Odisha) March 19, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୧୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୧୦୮ ରହିଥିବା ବେଳେ ୬୬୮ ଜଣ ଚିକିତ୍ସିତ ହେଉଛନ୍ତି ।