ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୪ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 5th April
New Positive Cases: 16
Of which 0-18 years: 4
In quarantine: 10
Local contacts: 6(Details of local contacts will be shared by concerned District)
1. Balangir: 2
2. Jajpur: 2
3. Kendrapada: 1
4. Khurda: 6— I & PR Department, Odisha (@IPR_Odisha) April 6, 2022
5. Rayagada: 1
6. Sambalpur: 3
7. Sundargarh: 1New recoveries: 45
Cumulative tested: 30820487
Positive: 1287773
Recovered: 1278367
Active cases: 232— I & PR Department, Odisha (@IPR_Odisha) April 6, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୪୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୭୭୩ ରହିଥିବା ବେଳେ ୨୩୨ ଜଣ ଚିକିତ୍ସିତ ହେଉଛନ୍ତି ।