ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୪ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 10th April
New Positive Cases: 12
Of which 0-18 years: 4
In quarantine: 7
Local contacts: 5(Details of local contacts will be shared by concerned District)
1. Bhadrak: 1
2. Balangir: 5
3. Cuttack: 1
4. Khurda: 1
5. Sambalpur: 4— I & PR Department, Odisha (@IPR_Odisha) April 11, 2022
New recoveries: 20
Cumulative tested: 30928862
Positive: 1287854
Recovered: 1278536
Active cases: 144— I & PR Department, Odisha (@IPR_Odisha) April 11, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୮୫୪ ରହିଥିବା ବେଳେ ୧୪୪ ଜଣ ଚିକିତ୍ସିତ ହେଉଛନ୍ତି ।