ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୦୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 16th May
New Positive Cases: 3
Of which 0-18 years: 0
In quarantine: 2
Local contacts: 1(Details of local contacts will be shared by concerned District)
1. Cuttack: 1
2. Kendrapada: 2— I & PR Department, Odisha (@IPR_Odisha) May 17, 2022
New recoveries: 17
Cumulative tested: 31555047
Positive: 1288314
Recovered: 1279017
Active cases: 118— I & PR Department, Odisha (@IPR_Odisha) May 17, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୩୧୪ ରହିଥିବା ବେଳେ ୧୧୮ ଜଣ ଚିକିତ୍ସିତ ହେଉଛନ୍ତି ।