ପୁରୀ (ଏଟିଆର ବ୍ୟୁରୋ): ସବୁ ସେହି ମହାପ୍ରଭୁଙ୍କ ଲୀଳା । ତାଙ୍କ ବିନା ଇଛାରେ କିଛି ବି ସମ୍ଭବ ନୁହେଁ । ରଥ ଉପରେ ସମସ୍ତ ନୀତିକାନ୍ତି ସରିଯିବା ପରେ ମାଉସୀ ମା’ ଘରକୁ ଯିବା ପାଇଁ ବ୍ୟଗ୍ର ଅଛନ୍ତି ବଡ ଠାକୁର । ନିର୍ଦ୍ଧାରିତ ସମୟ ଆଗରୁ ରଥ ଗଡିବା ଆରମ୍ଭ ହୋଇଯାଇଛି । ରଥଟଣା ଲାଗି ପୂର୍ବରୁ ୪ଟା ସମୟ ନିର୍ଦ୍ଧାରଣ କରାଯାଇଥିଲା । କିନ୍ତୁ ନିର୍ଦ୍ଧାରିତ ସମୟ ଆଗରୁ ମହାପ୍ରଭୁ ଶ୍ରୀ ବଳଭଦ୍ରଙ୍କ ରଥଟଣା ଆରମ୍ଭ ହୋଇଯାଇଛି । ପୋଲିସ କର୍ଡନ ସହାୟତାରେ ବିନା କୌଣସି ଅସୁବିଧାରେ ଭକ୍ତମାନେ ଖୁବ୍ ଆନନ୍ଦର ସହ ମହାପ୍ରଭୁଙ୍କ ରଥକୁ ଟାଣି ଟାଣି ନେଇଯାଉଛନ୍ତି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024