ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 3rd June
New Positive Cases: 12
Of which 0-18 years: 1
In quarantine: 7
Local contacts: 5(Details of local contacts will be shared by concerned Dist)
1. Cuttack: 1
2. Kendrapada: 1
3. Khurda: 6
4. Nuapada: 1— I & PR Department, Odisha (@IPR_Odisha) June 4, 2022
5. Sambalpur: 1
6. Sundargarh: 1
7. State Pool: 1New recoveries: 13
Cumulative tested: 31794799
Positive: 1288485
Recovered: 1279227
Active cases: 79— I & PR Department, Odisha (@IPR_Odisha) June 4, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୪୮୫ ରହିଥିବା ବେଳେ ୭୯ ଜଣ ଚିକିତ୍ସିତ ହେଉଛନ୍ତି ।