ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 4th June
New Positive Cases: 19
Of which 0-18 years: 2
In quarantine: 12
Local contacts: 7(Details of local contacts will be shared by concerned District)
1. Balasore: 2
2. Cuttack: 5
3. Deogarh: 1
4. Ganjam: 2
5. Khurda: 6— I & PR Department, Odisha (@IPR_Odisha) June 5, 2022
6. Nayagarh: 1
7. Sundargarh: 1
8. State Pool: 1New recoveries: 8
Cumulative tested: 31804157
Positive: 1288504
Recovered: 1279235
Active cases: 90— I & PR Department, Odisha (@IPR_Odisha) June 5, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୦୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୫୦୮ ରହିଥିବା ବେଳେ ୯୦ ଜଣ ଚିକିତ୍ସିତ ହେଉଛନ୍ତି ।