ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 7th June
New Positive Cases: 15
Of which 0-18 years: 3
In quarantine: 10
Local contacts: 5(Details of local contacts will be shared by concerned Dist)
1. Balasore: 1
2. Cuttack: 2
3. Khurda: 7
4. Nayagarh: 1
5. Nuapada: 1
6. Sundargarh: 1
7. State Pool: 2— I & PR Department, Odisha (@IPR_Odisha) June 8, 2022
New recoveries: 8
Cumulative tested: 31832582
Positive: 1288545
Recovered: 1279261
Active cases: 105— I & PR Department, Odisha (@IPR_Odisha) June 8, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୦୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୫୪୫ ରହିଥିବା ବେଳେ ୧୦୫ ଜଣ ଚିକିତ୍ସିତ ହେଉଛନ୍ତି ।