ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ବୃଦ୍ଧି ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ୧୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 8th June
New Positive Cases: 31
Of which 0-18 years: 2
In quarantine: 18
Local contacts: 13(Details of local contacts will be shared by concerned District)
1. Cuttack: 16
2. Jharsuguda: 1
3. Khurda: 10
4. Puri: 1
5. State Pool: 3— I & PR Department, Odisha (@IPR_Odisha) June 9, 2022
New recoveries: 9
Cumulative tested: 31843104
Positive: 1288576
Recovered: 1279270
Active cases: 127— I & PR Department, Odisha (@IPR_Odisha) June 9, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୦୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୫୭୬ ରହିଥିବା ବେଳେ ୧୨୭ ଜଣ ଚିକିତ୍ସିତ ହେଉଛନ୍ତି ।