ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ଉପର ତଳ ହେଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ୦୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୦ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 9th June
New Positive Cases: 20
Of which 0-18 years: 0
In quarantine: 12
Local contacts: 8(Details of local contacts will be shared by concerned District)
1. Balasore: 2
2. Kalahandi: 1
3. Keonjhar: 1
4. Khurda: 11
5. Sundargarh: 2
6. State Pool: 3— I & PR Department, Odisha (@IPR_Odisha) June 10, 2022
New recoveries: 11
Cumulative tested: 31853504
Positive: 1288596
Recovered: 1279281
Active cases: 136— I & PR Department, Odisha (@IPR_Odisha) June 10, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୫୭୬ ରହିଥିବା ବେଳେ ୧୩୬ ଜଣ ଚିକିତ୍ସିତ ହେଉଛନ୍ତି ।