ପିଡିଏସ କିରୋସିନିର ମୂଲ୍ୟ ବୃଦ୍ଧି ପାଇଛି । ତୈଳ କମ୍ପାନୀମାନେ ଗତ ୧୬ ତାରିଖଠାରୁ କିରୋସିନିର ରେଟ ବଢାଇଥିବା ବେଳେ ସରକାର ପିଡିଏସ କିରୋସିନିର ଦର ଲିଟର ପିଛା ୨୫ପଇସା ବୃଦ୍ଧି କରିଛନ୍ତି । ଏହି ବାବଦରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଜଣାଇ ଦିଆଯାଇଛି । ବିଭାଗ ପକ୍ଷରୁ ସୂଚନା ମିଳିଛି ଯେ ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରାଳୟ କିରୋସିନର ଖୁଚୁରା ବିକ୍ରୟ ମୂଲ୍ୟ ବୃଦ୍ଧି କରିବା ପରେ ପରବର୍ତ୍ତି ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ । ରାଜ୍ୟର ସବୁ ଜିଲ୍ଲାରେ ପିଡିଏସ କିରୋସିନ ଦିଆଯାଉଥିବା ଲୋକଙ୍କୁ ଏହି ବିଷୟରେ ଅବଗତ କରାଯିବା ଲାଗି ଜିଲ୍ଲାପାଳଙ୍କୁ କୁହାଯାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024