ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୯୪ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୯ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Jagatsinghpur: 5
8. Jajpur: 5
9. Jharsuguda: 1
10. Kalahandi: 7
11. Kandhamal: 1
12. Kendrapada: 1
13. Khurda: 104
14. Koraput: 4
15. Mayurbhanj: 2
16. Nawarangpur: 1
17. Nayagarh: 3
18. Nuapada: 4
19. Puri: 7— I & PR Department, Odisha (@IPR_Odisha) September 2, 2022
20. Rayagada: 2
21. Sambalpur: 7
22. Sonepur: 2
23. Sundargarh: 19
24. State Pool: 23New recoveries: 228
Cumulative tested: 33206777
Positive: 1328070
Recovered: 1317042
Active cases: 1797— I & PR Department, Odisha (@IPR_Odisha) September 2, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୨୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୨୮୦୭୦ ରହିଥିବା ବେଳେ ୧୭୯୭ ଜଣ ଚିକିତ୍ସିତ ହେଉଛନ୍ତି ।