ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୯୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୨ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Jajpur: 6
8. Jharsuguda: 3
9. Kalahandi: 16
10. Kandhamal: 3
11. Kendrapada: 1
12. Keonjhar: 1
13. Khurda: 40
14. Koraput: 3
15. Mayurbhanj: 2
16. Nawarangpur: 11
17. Nayagarh: 6
18. Nuapada: 11
19. Puri: 4— I & PR Department, Odisha (@IPR_Odisha) September 12, 2022
20. Rayagada: 2
21. Sambalpur: 9
22. Sonepur: 4
23. Sundargarh: 13
24. State Pool: 9New recoveries: 133
Cumulative tested: 33342872
Positive: 1330434
Recovered: 1319379
Active cases: 1817— I & PR Department, Odisha (@IPR_Odisha) September 12, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୩୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୦୪୩୪ ରହିଥିବା ବେଳେ ୧୮୧୭ ଜଣ ଚିକିତ୍ସିତ ହେଉଛନ୍ତି ।