ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୫ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Cuttack: 11
8. Deogarh: 2
9. Dhenkanal: 2
10. Gajapati: 3
11. Jajpur: 6
12. Jharsuguda: 1
13. Kalahandi: 1
14. Kendrapada: 3
15. Khurda: 24
16. Koraput: 1
17. Mayurbhanj: 5
18. Nawarangpur: 2
19. Nayagarh: 13
20. Nuapada: 3
21. Puri: 13— I & PR Department, Odisha (@IPR_Odisha) September 26, 2022
22. Rayagada: 4
23. Sambalpur: 19
24. Sonepur: 5
25. Sundargarh: 22
26. State Pool: 6New recoveries: 145
Cumulative tested: 33527332
Positive: 1333332
Recovered: 1322649
Active cases: 1439— I & PR Department, Odisha (@IPR_Odisha) September 26, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୪୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୩୩୩୨ରହିଥିବା ବେଳେ ୧୪୩୯ ଜଣ ଚିକିତ୍ସିତ ହେଉଛନ୍ତି ।