ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୨ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Deogarh: 2
8. Gajapati: 5
9. Ganjam: 5
10. Jagatsinghpur: 2
11. Jajpur: 4
12. Kalahandi: 4
13. Kandhamal: 7
14. Khurda: 19
15. Koraput: 2
16. Mayurbhanj: 7
17. Nawarangpur: 1
18. Nayagarh: 2
19. Nuapada: 5
20. Puri: 14— I & PR Department, Odisha (@IPR_Odisha) September 27, 2022
21. Sambalpur: 9
22. Sonepur: 3
23. Sundargarh: 16
24. State Pool: 4New recoveries: 182
Cumulative tested: 33538236
Positive: 1333499
Recovered: 1322831
Active cases: 1423— I & PR Department, Odisha (@IPR_Odisha) September 27, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୮୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୩୪୯୯ରହିଥିବା ବେଳେ ୧୪୨୩ ଜଣ ଚିକିତ୍ସିତ ହେଉଛନ୍ତି ।