ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୦୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୦୪ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 4th Nov
New Positive Cases: 23
Of which 0-18 years: 4
In quarantine: 14
Local contacts: 9(Details of local contacts will be shared by concerned Dist)
1. Bargarh: 1
2. Kendrapada: 1
3. Khurda: 2
4. Nuapada: 1
5. Sambalpur: 1— I & PR Department, Odisha (@IPR_Odisha) November 5, 2022
6. Sundargarh: 16
7. State Poo: 1New recoveries: 41
Cumulative tested: 33875255
Positive: 1336255
Recovered: 1326809
Active cases: 190— I & PR Department, Odisha (@IPR_Odisha) November 5, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୪୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୬୨୫୫ ରହିଥିବା ବେଳେ ୧୯୦ ଜଣ ଚିକିତ୍ସିତ ହେଉଛନ୍ତି ।