ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୦୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୦୧ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 6th Nov
New Positive Cases: 6
Of which 0-18 years: 1
In quarantine: 3
Local contacts: 3(Details of local contacts will be shared by concerned District)
1. Bargarh: 1
2. Khurda: 1
3. Nuapada: 1
4. Puri: 2
5. Sundargarh: 1— I & PR Department, Odisha (@IPR_Odisha) November 7, 2022
New recoveries: 22
Cumulative tested: 33889897
Positive: 1336267
Recovered: 1326862
Active cases: 148— I & PR Department, Odisha (@IPR_Odisha) November 7, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୬୨୬୭ ରହିଥିବା ବେଳେ ୧୪୮ ଜଣ ଚିକିତ୍ସିତ ହେଉଛନ୍ତି ।