ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୦୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୦୧ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 7th Nov
New Positive Cases: 11
Of which 0-18 years: 1
In quarantine: 6
Local contacts: 5(Details of local contacts will be shared by concerned District)
1. Bargarh: 1
2. Cuttack: 4
3. Ganjam: 1
4. Sambalpur: 4
5. Sundargarh: 1— I & PR Department, Odisha (@IPR_Odisha) November 8, 2022
New recoveries: 22
Cumulative tested: 33896162
Positive: 1336278
Recovered: 1326884
Active cases: 137— I & PR Department, Odisha (@IPR_Odisha) November 8, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୬୨୭୮ ରହିଥିବା ବେଳେ ୧୩୭ ଜଣ ଚିକିତ୍ସିତ ହେଉଛନ୍ତି ।