କିଛି ଦିନହେବ ରାଜ୍ୟର ପ୍ରାୟ ସବୁ ସ୍ଥାନରେ ବର୍ଷା ଲାଗି ରହିଛି । ତେଣୁ ରାଜ୍ୟର ପ୍ରତ୍ୟେକ ଜିଲ୍ଲା ଏବେ ଜଳ ମଗ୍ନ । ଏଥିରୁ ବାଦ ପଡି ନାହିଁ ମାଲକାନଗିରି । ପ୍ରବଳ ବର୍ଷା ହେବା କାରଣରୁ ମାଲକାନଗିରି ଜିଲ୍ଲାର ସବୁ ନଦୀରେ ଜଳସ୍ତର ବୃଦ୍ଧି ହେବାରେ ଲାଗିଛି । ବାଲିମେଳା ରାସ୍ତାର କୋରୁକୋଣ୍ଡା ନଦୀ ପୋଲ ଉପରେ ପ୍ରାୟ ୩ ଫୁଟ ଉଚ୍ଚର ପାଣି ପ୍ରବାହିତ ହେଉଛି । ସମସ୍ତ ଯାନବାହନ ଅଟକି ରହିଛି । ଫଳରେ ସ୍ଥାନୀୟ ଲୋକ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ସାବେରୀ ଓ ସିଲେରୁ ନଦୀରେ ବର୍ଷା ଯୋଗୁ ଜଳସ୍ତର ବୃଦ୍ଧି ପାଉଥିବାରୁ ମାଲକାନଗିରି ଜିଲ୍ଲାରେ ବନ୍ୟା ହେବାର ଆଶଙ୍କା ଦେଖାଦେଇଛି । ସେପଟେ ଲଗାଣ ବର୍ଷାଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିବାର ଆଶଙ୍କା କରି ସମସ୍ତ ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024