କଟକ (ଏଟିଆର ବ୍ୟୁରୋ): ହଟିଲା ଅଙ୍କୁଶ । ଏଣିକି ଓପିଏସସି ୨୦୨୧ ପରୀକ୍ଷା ପାଇବ । ହାଇକୋର୍ଟ ଏହା ଉପରୁ ଅଙ୍କୁଶ ହଟାଇଛନ୍ତି । ଜଣେ ଦିବ୍ୟାଙ୍ଗ ପ୍ରାର୍ଥୀଙ୍କ ଆବେଦନ ପ୍ରାରମ୍ଭିକ ଶୁଣାଣି କରି କୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ । କୋର୍ଟଙ୍କ ବିନା ଅନୁମତିରେ ନିଯୁକ୍ତି ପ୍ରକ୍ରିୟାର ଫଳାଫଳ ପ୍ରକାଶ କରାଯିବ ନାହିଁ ବୋଲି କୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ । ଯାହାଫଳରେ ସମସ୍ତ ସିଭିଲ ସର୍ଭିସ ପରୀକ୍ଷା ଫଳ ଉପରେ କଟକଣା ରହିଥିଲା । ଯେଉଁଥିପାଇଁ କୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲା ଓପିଏସସି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024