ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପୁଣି ଥରେ ଓଡିଶାକୁ ଫେରିଛି କରୋନା ମହାମାରୀ । ରାଜ୍ୟରେ ପ୍ରଥମ କରୋନା ମାମଲା ଚିହ୍ନଟ ହୋଇଛି । ଏହାପରେ ସଂକ୍ରମିତ ରାଜ୍ୟ ସଂଖ୍ୟା ୨୦ ରେ ପହଁଚିଛି ।
କରୋନାର ନୂତନ ଭାରିଆଣ୍ଟ ଜେଏନ୍.୧ ସଂକ୍ରମଣ ବୃଦ୍ଧି ହେବା ପରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ ରିପୋର୍ଟ ଦେବା ପାଇଁ ଚିଠି କରିବା ପରେ ଓଡିଶାରେ ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଛି ।