ମୁମ୍ବାଇ(ଏଟିଆର ବ୍ୟୁରୋ):କରୋନା ମହାମାରୀ ମୁମ୍ବାଇକୁ କାବୁ କରିଥିବା ବେଳେ ଗତ କାଲୁ ସନ୍ଧ୍ୟାରେ ମହାରାଷ୍ଟ୍ରର ରାଇଗଡ ଜିଲ୍ଲାରେ କୋଠା ଭୁଶୁଡ଼ିଛି । ଏହି ଘଟଣାକୁ ନେଇ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ସମବେଦନା ଜଣାଇଛନ୍ତି। ସ୍ଥାନୀୟ କର୍ତ୍ତୃପକ୍ଷ ଓ ଏନ୍ଡିଆର୍ଏଫ୍ ଦଳ ମିଶି ସମସ୍ତ ସହାୟତା ଯୋଗାଉଥିବାରୁ ପ୍ରଧାନମନ୍ତ୍ରୀ । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି । ଏବେ ସୁଦ୍ଧା ସେଠାରେ ୬୦ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଆହୁରି ପ୍ରାୟ ୨୦-୨୫ ଜଣ ଲୋକ ସେଠାରେ ଫସି ରହିଥିବା କୁହାଯାଇଛି ।
ମହାରାଷ୍ଟ୍ରର ରାୟଗଡର ମହାଦ ଠାରେ କୋଠା ଭୁଶୁଡ଼ିବା ଏବଂ ଜଣେ ବ୍ୟକ୍ତି ପ୍ରାଣ ହରାଇବା ଖବର ଅତ୍ୟନ୍ତ ଦୁଃଖଦାୟକ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କ ଟ୍ବିଟର୍ ଆକାଉଣ୍ଟ୍ରେ ଲେଖି ସମ୍ବେଦନା ଜଣାଇଛନ୍ତି । ମୁଁ ଏବଂ ମୋର ପ୍ରାର୍ଥନା ଦୁର୍ଘଟଣାର ଶିକାର ହୋଇଥିବା ଲୋକଙ୍କ ସହିତ ଅଛି। ମୁଁ ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି। ଏହି ଘଚଣାକୁ ନେଇ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଟ୍ବିଟର୍ ଆକାଉଣ୍ଟ୍ରେ କହିଛନ୍ତି ‘ମହାରାଷ୍ଟ୍ରର ରାୟଗଡ ମହାଦ ଠାରେ କୋଠା ଭୁଶୁଡ଼ିବା ଘଟଣାରେ ମୁଁ ଖୁବ୍ ଦୁଃଖିତ। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ସହ ମୁଁ ଅଛି। ମୁଁ ପ୍ରାର୍ଥନା କରୁଛି ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ। ଗତକାଲି ସଂଧ୍ୟାରେ ମହାରାଷ୍ଟ୍ରର ରାଇଗଡ଼ ଜିଲ୍ଲାର ମହଦଠାରେ ଏକ ପାଞ୍ଚ ମହଲା କୋଠା ଭୁଶୁଡ଼ିବା ଘଟଣାରେ ପାଞ୍ଚ ଜଣଙ୍କୁ ସନ୍ଦେହ କରି କରି ପୁଲିସ୍ ପାଞ୍ଚ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024