ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି, ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା
ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ ପାଗ ଶୁଖିଲା ରହିଥିବା ସହ ଅହସ୍ୟ ତାତି ହେଉଥିବା ବେଳେ ସୋମବାର କିଛି ଜିଲ୍ଲା ତଥା ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁରରେ ହାଲୁକା ...