ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ); ୧୯୮୪ ବ୍ୟାଚର ଆଇଏଫଏସ ଅଧିକାରୀ ହର୍ଷବର୍ଦ୍ଧନ ଶ୍ରୀଙ୍କଲ ଭାରତର ନୂଆ ରାଷ୍ଟ୍ରଦୂତ ଭାବରେ ଅଷ୍ଟ୍ରେଲିଆରେ ନିଯୁକ୍ତି ଦିଆଯାଇଛି । ତେବେ ଏହି ନିଯୁକ୍ତି ଦିଆଯାଇଥିବା ସୂଚନା ଦେଇଛନ୍ତି ବୈଦେଶିକ ମନ୍ତ୍ରାଳୟ । ପୂର୍ବରୁ ଏଠାରେ ନଭତେଜ ସରନ ରାଷ୍ଟ୍ରଦୂତ ଭାବରେ କାର୍ଯ୍ୟ କରୁଥିଲେ । ତାଙ୍କ ଜାଗାରେ ହର୍ଷଙ୍କୁ ନିଯୁକ୍ତି ଦିଆଯାଇଛି । ସେପଟେ ହର୍ଷବର୍ଦ୍ଧନ ଏହି ପଦବୀରେ ନିଯୁକ୍ତି ହେବା ପୂର୍ବରୁ ବାଲାଂଦେଶରେ ଭାରତର ହାଇକମିଶନର ଭାବରେ କାର୍ଯ୍ୟ କରୁଥିଲେ । ତେବେ ହର୍ଷବର୍ଦ୍ଧନ ଏହି ପଦବୀ ଛାଡିବା ପରେ ବାଲାଂଦେଶର ହାଇକମିଶନର ଭାବରେ ରବି ଗାଙ୍ଗଲି କାର୍ଯ୍ୟ କରିବେ ବୋଲି ସୂଚନା ମିଳିଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024