ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଗତକାଲି ଆରମ୍ଭ ହୋଇଥିବା ଯୁକ୍ତ ଦୁଇ ନାମଲେଖାର ଅବଧିକୁ ଚାରି ଦିନ ବଢାଯାଇଛି । ପୂର୍ବରୁ ନାମଲେଖାର ଅବଧି ୨୧ରୁ ଆରମ୍ଭ ହୋଇ ୨୬ରେ ଶେଷ ହେଉଥିବା ବେଳେ ଏହାକୁ ବଢାଇ ୩୦ ତାରିଖ ପର୍ଯ୍ୟନ୍ତ କରାଯାଇଛି । ଏନେଇ ଓଡିଶା ଉଚ୍ଚ ମାଦ୍ୟମିକ ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ସିବିଏସସି ଓ ଆଇସିଏସଇ ପିଲାଙ୍କ ଡିଜିଲକର ସାର୍ଟିଫିକେଟ ଗ୍ରହଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
ମାସେ ଭିତରେ ଅରିଜିନାଲ ଦେବାକୁ ଅଣ୍ଡରଟେକିଂ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ନାମଲେଖା ପ୍ରକ୍ରିୟା ସମୟରେ କୋଭିଡ୍ ନିର୍ଦେଶାବଳୀ ଉପରେ କଡା ନଜର ରଖିବା ପାଇଁ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକ ସମସ୍ତ ଅଧ୍ୟକ୍ଷ ଏବଂ ସମ୍ପୃକ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକର ଆଡମିଶନ-ଇନ୍-ଚାର୍ଜଙ୍କୁ ପୂର୍ବରୁ ନିର୍ଦେଶ ଦିଆଯାଇଛି ।
ଏ ନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଅଧିକ ସଂଖ୍ୟକ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକର ପରିଦର୍ଶନ କରିବାକୁ ବି ନିର୍ଦେଶ ଦିଆଯାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024