ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଗତକାଲି ଆରମ୍ଭ ହୋଇଥିବା ଯୁକ୍ତ ଦୁଇ ନାମଲେଖାର ଅବଧିକୁ ଚାରି ଦିନ ବଢାଯାଇଛି । ପୂର୍ବରୁ ନାମଲେଖାର ଅବଧି ୨୧ରୁ ଆରମ୍ଭ ହୋଇ ୨୬ରେ ଶେଷ ହେଉଥିବା ବେଳେ ଏହାକୁ ବଢାଇ ୩୦ ତାରିଖ ପର୍ଯ୍ୟନ୍ତ କରାଯାଇଛି । ଏନେଇ ଓଡିଶା ଉଚ୍ଚ ମାଦ୍ୟମିକ ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ସିବିଏସସି ଓ ଆଇସିଏସଇ ପିଲାଙ୍କ ଡିଜିଲକର ସାର୍ଟିଫିକେଟ ଗ୍ରହଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
ମାସେ ଭିତରେ ଅରିଜିନାଲ ଦେବାକୁ ଅଣ୍ଡରଟେକିଂ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ନାମଲେଖା ପ୍ରକ୍ରିୟା ସମୟରେ କୋଭିଡ୍ ନିର୍ଦେଶାବଳୀ ଉପରେ କଡା ନଜର ରଖିବା ପାଇଁ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକ ସମସ୍ତ ଅଧ୍ୟକ୍ଷ ଏବଂ ସମ୍ପୃକ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକର ଆଡମିଶନ-ଇନ୍-ଚାର୍ଜଙ୍କୁ ପୂର୍ବରୁ ନିର୍ଦେଶ ଦିଆଯାଇଛି ।
ଏ ନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଅଧିକ ସଂଖ୍ୟକ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକର ପରିଦର୍ଶନ କରିବାକୁ ବି ନିର୍ଦେଶ ଦିଆଯାଇଛି ।
JUST IN
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଭବାନୀପାଟଣା | 26 Apr 2024
-
ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଆଜି ଶେଷ ଦିନ | 25 Apr 2024
-
ସକାଳ ସାଢେ ୮ ସୁଦ୍ଧା ୩୬ ଡିଗ୍ରୀ ଛୁଇଁଲା ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଅନୁଗୁଳ | 25 Apr 2024
-
ପ୍ରକାଶ ପାଇଲା ଜେଇଇ ମେନ୍ ପେପର-୧ ପରୀକ୍ଷା ଫଳ | 25 Apr 2024
-
ନିର୍ବାଚନ ପାଇଁ ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | 24 Apr 2024
-
ଦିନ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 24 Apr 2024